Durga Puja Odia Scraps, Greetings and SMS

We know Durga Puja is Coming and you want to wish Happy Durga Puja to your Near and dear once with some cool Odia Durga Puja Scraps. So we have made some beautiful odia Scraps fro coming Durga Puja. You can download these scraps or greetings or images to you PC or mobile and share them on Facebook, Twitter, Whatsapp or any other social media. See the below Odia Scraps for Durga Puja

1

2

3

4

5

1 thought on “Durga Puja Odia Scraps, Greetings and SMS”

  1. ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି – ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ

    Reply

Leave a Comment